ଯୂନସ 4:7 - ପବିତ୍ର ବାଇବଲ7 ପରଦିନ ପ୍ରଭାତରେ ପରମେଶ୍ୱର ସେହି ଗଛକୁ ଖାଇଦେବାକୁ ଗୋଟିଏ କୀଟ ପଠାଇଲେ। ସେହି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। Gade chapit laଓଡିଆ ବାଇବେଲ7 ମାତ୍ର ତହିଁ ଆର ଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା। Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”