Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 1:12 - ପବିତ୍ର ବାଇବଲ

12 ତା'ପରେ ଯିହୋଶୂୟ ରୁବେନୀୟ ଗୋଷ୍ଠୀବର୍ଗଙ୍କୁ ଓ ଗାଦୀୟ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟ-ମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

12 ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,

Gade chapit la Kopi




ଯିହୋଶୂୟ 1:12
5 Referans Kwoze  

ଯିହୋଶୂୟ ସେମାନଙ୍କୁ କହିଲେ, “ମୋଶା ଥିଲେ ସଦାପ୍ରଭୁଙ୍କର ସେବକ। ମୋଶା ଯାହା କହିଥିଲେ, ତୁମ୍ଭେମାନେ ତାଙ୍କର ବାକ୍ୟ ଅନୁସାରେ ସମସ୍ତ କାର୍ଯ୍ୟ କରିଅଛ ଏବଂ ସର୍ବୋପରି ତୁମ୍ଭେମାନେ ମୋର ଆଜ୍ଞା ମାନିଅଛ।


ଏହା ପରେ ଯିହୋଶୂୟ ରୁବେ‌ନ୍‌ର ଗା‌ଦ୍‌ର ଓ ମନଃଶିର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ନେଇ ଏକ ସଭା ଡାକିଲେ।


ରୁବେ‌ନଙ୍କର ବଂଶଧରମଧ୍ୟରୁ, ଗା‌ଦ୍‌ର ବଂଶଧରମଧ୍ୟରୁ ଏବଂ ମନଃଶିଙ୍କର ଅର୍ଦ୍ଧେକ ପରିବାରବର୍ଗର ବଂଶଧରମଧ୍ୟରୁ 44,760 ଜଣ ସାହସୀ ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଥିଲେ। ସେମାନେ ଯୁଦ୍ଧବିଦ୍ୟାରେ ପ୍ରବୀଣ ଥିଲେ। ସେମାନେ ଢାଲ ଓ ‌‌ଖ‌ଡ଼୍‌ଗ ଧାରଣ କରିଥିଲେ ଏବଂ ସେମାନେ ଧନୁ ଓ ତୀର ଗ୍ଭଳନାରେ ନିପୁଣ ଥିଲେ।


ଯିରିୟର ଆତ୍ମୀୟମାନେ ଦକ୍ଷ ଲୋକ ଥିଲେ ସେମାନଙ୍କ ମଧ୍ୟରୁ 2,700 ଜଣ ପରିବାରର ମୁଖ୍ୟ ଥିଲେ। ରାଜା ଦାଉଦ ସେମାନଙ୍କୁ ରୁବେନ୍ ଓ ଗାଦ୍ ପରିବାରବର୍ଗମାନଙ୍କର ଓ ମନଃଶିଙ୍କର ଅର୍ଦ୍ଧେକ ପରିବାରବର୍ଗମାନଙ୍କୁ ପରମେଶ୍ୱରଙ୍କ ସେବା ପାଇଁ ଏବଂ ରାଜାଙ୍କ କାର୍ଯ୍ୟର ଦାୟିତ୍ୱ ଦେଲେ।


Swiv nou:

Piblisite


Piblisite