ଯିହୋଶୂୟ 1:14 - ପବିତ୍ର ବାଇବଲ14 ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ଯର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦେଇଛନ୍ତି। ସେମାନେ ସେଠାରେ ସେମାନଙ୍କର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ରରେ ସୁସଜ୍ଜିତ ହୋଇ ଯର୍ଦ୍ଦନ ନଦୀ ପାର ହେବା ଉଚିତ୍। ତୁମ୍ଭେ ସେମାନଙ୍କୁ ସେମାନଙ୍କ ଭୂମି ଫେରାଇବା ପାଇଁ କରୁଥିବା ଯୁଦ୍ଧରେ ସାହାଯ୍ୟ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)14 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ, Gade chapit laଓଡିଆ ବାଇବେଲ14 ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ, Gade chapit la |
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା'ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”