ଯିହୋଶୂୟ 1:9 - ପବିତ୍ର ବାଇବଲ9 ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସଙ୍ଗୀ ହେବେ। Gade chapit laଓଡିଆ ବାଇବେଲ9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।” Gade chapit la |
“ଯେତେବେଳେ ତୁମ୍ଭେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭେମାନେ ତାଙ୍କର ଅନେକ ଅଶ୍ୱାରୋହୀ, ରଥାରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ୟକ ସୈନ୍ୟ ଥା’ନ୍ତି, ତେବେ ତୁମ୍ଭେମାନେ ସେମାନଙ୍କୁ ଭୟ କରିବାର କିଛି ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସେହି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ୟରୁ ବାହାରକରି ଆଣିଛନ୍ତି।