ଯିହୋଶୂୟ 10:13 - ପବିତ୍ର ବାଇବଲ13 ତେଣୁ ଲୋକମାନେ ଆପଣା ଶତ୍ରୁମାନଙ୍କୁ ପରାସ୍ତ ନ କରିବା ପର୍ଯ୍ୟନ୍ତ ସୂର୍ଯ୍ୟ ଓ ଚନ୍ଦ୍ର ସ୍ତବ୍ଧ ହେଲେ। ଏହା ଯାଶେର୍ ପୁସ୍ତକରେ ଲେଖା ଅଛି। ଆଉ ସୂର୍ଯ୍ୟ ଆକାଶର ମଝି ସ୍ଥାନରେ ସ୍ତବ୍ଧ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ଯାଶେର୍ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Gade chapit laଓଡିଆ ବାଇବେଲ13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ। Gade chapit la |
ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ।