ଯିହୋଶୂୟ 10:14 - ପବିତ୍ର ବାଇବଲ14 ଏହା ପୂର୍ବରୁ ବା ଏହା ପରେ ଏପରି ଦିନ ଆଉ ହୋଇ ନାହିଁ। ସେହି ଦିନ ସଦାପ୍ରଭୁ ମନୁଷ୍ୟର କଥା ଏରୂପେ ଶୁଣିଲେ। କାରଣ ସଦାପ୍ରଭୁ ଇସ୍ରାଏଲ ସପକ୍ଷରେ ଯୁଦ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Gade chapit laଓଡିଆ ବାଇବେଲ14 ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ। Gade chapit la |