Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:17 - ପବିତ୍ର ବାଇବଲ

17 ତେଣୁ ସେହି ପାଞ୍ଚ ରାଜା ପାଳାଇ ମ‌କ୍‌କେଦା ଗୁମ୍ଫାରେ ଲୁଚି ରହିଛନ୍ତି। ଏ କଥା ଯିହୋଶୂୟ ଯେତେବେଳେ ଜାଣିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ପାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ସେହି ପାଞ୍ଚ ରାଜା ମକ୍‍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯା’ନ୍ତେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ “ସେହି ପାଞ୍ଚ ରାଜା ମକ୍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି,” ଏ କଥା ଯିହୋଶୂୟଙ୍କୁ କୁହାଯାʼନ୍ତେ,

Gade chapit la Kopi




ଯିହୋଶୂୟ 10:17
3 Referans Kwoze  

ଏଥି ମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମ‌କ୍‌କେଦା ଗୁମ୍ଫାରେ ନିଜ ନିଜକୁ ଲୁଗ୍ଭଇଲେ।


ଯିହୋଶୂୟ କହିଲେ, “ବଡ଼ ବଡ଼ ପ୍ରସ୍ତର ଫଳକ ଗୁମ୍ଫା ମୁହଁକୁ ଗଡ଼ାଇ ଦିଅ ଓ ସେମାନଙ୍କୁ ଜଗିବା ପାଇଁ ଲୋକ ନିଯୁକ୍ତ କର।


କିନ୍ତୁ ଅୟର ରାଜାଙ୍କୁ ଜୀବିତ ଅବସ୍ଥାରେ ଯିହୋଶୂୟଙ୍କ ନିକଟକୁ ଆଣିଲେ।


Swiv nou:

Piblisite


Piblisite