ଯିହୋଶୂୟ 10:18 - ପବିତ୍ର ବାଇବଲ18 ଯିହୋଶୂୟ କହିଲେ, “ବଡ଼ ବଡ଼ ପ୍ରସ୍ତର ଫଳକ ଗୁମ୍ଫା ମୁହଁକୁ ଗଡ଼ାଇ ଦିଅ ଓ ସେମାନଙ୍କୁ ଜଗିବା ପାଇଁ ଲୋକ ନିଯୁକ୍ତ କର। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ପା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର। Gade chapit laଓଡିଆ ବାଇବେଲ18 ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯିହୋଶୂୟ କହିଲେ, “ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର। Gade chapit la |
ସେ କହିଲେ, ମୁଁ ମୋର ପ୍ରଭୁଙ୍କୁ ଯଜ୍ଞବେଦି ଉପରେ ଦଣ୍ଡାୟମାନ ହେବାର ଦେଖିଲି। ସେ କହିଲେ, “ସ୍ତମ୍ଭର ଅଗ୍ରଭାଗକୁ ଆଘାତ କର ଯେପରିକି ଅଟ୍ଟାଳିକାର ଦ୍ୱାର ଦେଶ ଥରି ଉଠିବ। ସ୍ତମ୍ଭଟିକୁ ଲୋକମାନଙ୍କ ମୁଣ୍ତ ଉପରେ ପକାଅ। ଯଦି ଏଥିରୁ କେହି ବଞ୍ଚିବ ଆମ୍ଭେ ତାକୁ ଖଡ଼୍ଗରେ ଚ୍ଛେଦନ କରିବା। ଦୌଡ଼ି ଯାଇଥିବା ଲୋକ ମଧ୍ୟ ରକ୍ଷା ପାଇବ ନାହିଁ। ଜଣେ ହେଲେ ବଞ୍ଚିବେ ନାହିଁ।