Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:19 - ପବିତ୍ର ବାଇବଲ

19 ତୁମ୍ଭେମାନେ ବନ୍ଦ କର ନାହିଁ। ତୁମ୍ଭର ଶତ୍ରୁମାନଙ୍କ ପଛରେ ଗୋଡ଼ଅ। ସେମାନଙ୍କୁ ପଛରୁ ଆକ୍ରମଣ କର। ସେମାନଙ୍କର ଲୋକମାନଙ୍କୁ ସେମାନଙ୍କର ନଗରରେ ପହଞ୍ଚିବାକୁ ଦିଅ ନାହିଁ। କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ଦେଇଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

Gade chapit la Kopi




ଯିହୋଶୂୟ 10:19
8 Referans Kwoze  

ଯଦି ଜଣେ ସଦାପ୍ରଭୁଙ୍କ କଥା ପାଳନ ନ କରେ ଓ ଯଦି ସେ ସେହି ଲୋକମାନଙ୍କୁ ରକ୍ତପାତ କରିବାକୁ ‌‌ଖ‌ଡ଼୍‌ଗ ବ୍ୟବହାର ନ କରେ ତେବେ ସେ ଶାପଗ୍ରସ୍ତ ହେଉ।


“ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ? ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା। ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା। ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।


ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ। ତୁମ୍ଭେ ମୋର ଅଧିକାରୀମାନଙ୍କୁ ନେଇ ତାଙ୍କ ପଛେ ପଛେ ଯାଅ, ନୋହିଲେ ସେ ପ୍ରାଚୀର ବେଷ୍ଟିତ କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”


ଆହୁରି ଯେବେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲୀୟମାନେ ସେହି ନଗରକୁ ଦଉଡ଼ି ନେଇ ପଳାୟନ କରିବେ ଓ ଆମ୍ଭେମାନେ ନଗରର ପ୍ରାଚୀରକୁ ଭାଙ୍ଗି ଦେବୁ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ଉପତ୍ୟକାକୁ ଟାଣିଦେବୁ।”


ଏହିପରି ଭାବରେ ଯିହୋଶୂୟ ଏବଂ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ହତ୍ୟାକଲେ। କିନ୍ତୁ କେତେକ ଶତ୍ରୁ ଖସିଯାଇ ସେମାନଙ୍କର ସୁଦୃଢ଼ ନଗରରେ ଲୁଚି ରହିଲେ।


ଯିହୋଶୂୟ କହିଲେ, “ବଡ଼ ବଡ଼ ପ୍ରସ୍ତର ଫଳକ ଗୁମ୍ଫା ମୁହଁକୁ ଗଡ଼ାଇ ଦିଅ ଓ ସେମାନଙ୍କୁ ଜଗିବା ପାଇଁ ଲୋକ ନିଯୁକ୍ତ କର।


Swiv nou:

Piblisite


Piblisite