ଯିହୋଶୂୟ 10:20 - ପବିତ୍ର ବାଇବଲ20 ଏହିପରି ଭାବରେ ଯିହୋଶୂୟ ଏବଂ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ହତ୍ୟାକଲେ। କିନ୍ତୁ କେତେକ ଶତ୍ରୁ ଖସିଯାଇ ସେମାନଙ୍କର ସୁଦୃଢ଼ ନଗରରେ ଲୁଚି ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ। Gade chapit laଓଡିଆ ବାଇବେଲ20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀର-ବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ। Gade chapit la |