Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:21 - ପବିତ୍ର ବାଇବଲ

21 ଯୁଦ୍ଧ ପରେ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକ ମ‌କ୍‌କେଦା ଛାଉଣିକୁ ଫେରି ଆସିଲେ। କିନ୍ତୁ ସେ ଦେଶରେ କୌଣସି ଲୋକ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ କିଛି କହିବାକୁ ସାହସ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକି ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ଜିହ୍ଵା ପଜାଇଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

21 ତହୁଁ ସମସ୍ତ ଲୋକ ମକ୍‍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହୁଁ ସମସ୍ତ ଲୋକ ମକ୍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ-ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।

Gade chapit la Kopi




ଯିହୋଶୂୟ 10:21
5 Referans Kwoze  

କିନ୍ତୁ ଏପରି କୌଣସି ଇସ୍ରାଏଲୀୟମାନଙ୍କର ହେବ ନାହିଁ। ଏପରିକି ଇସ୍ରାଏଲର ଏକ କୁକୁର କୌଣସି ବ୍ୟକ୍ତି ବା ପଶୁକୁ ଭୁକିବ ନାହିଁ। ଏହିପରି କେହି ଇସ୍ରାଏଲୀୟ ମରିବେ ନାହିଁ।’ ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ଓ ମିଶରୀୟମାନଙ୍କୁ ଭିନ୍ନ ଭାବରେ ବ୍ୟବହାର କରୁଛନ୍ତି।


ତୁମ୍ଭେମାନେ କାହାକୁ ଉପହାସ କରୁଅଛ? ତୁମ୍ଭେମାନେ କାହା ଆଡ଼େ ମୁଖ ମେଲାଇ ଜିହ୍ୱା ବାହାର କରୁଅଛ? ତୁମ୍ଭେମାନେ କ’ଣ ଅଧର୍ମାଗ୍ଭରୀର ସନ୍ତାନ ଓ ଅନାଗ୍ଭର ବଂଶ ନୁହଁ?


“ତୁମ୍ଭ ବିପକ୍ଷରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହେବ ନାହିଁ। ତୁମ୍ଭ ପ୍ରତିକୂଳରେ କହୁଥିବା ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ।” ସଦାପ୍ରଭୁ କୁହନ୍ତି, “ଆମ୍ଭର ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ଧାର୍ମିକତା ଏହା ଅଟେ।”


ଏହିପରି ଭାବରେ ଯିହୋଶୂୟ ଏବଂ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ହତ୍ୟାକଲେ। କିନ୍ତୁ କେତେକ ଶତ୍ରୁ ଖସିଯାଇ ସେମାନଙ୍କର ସୁଦୃଢ଼ ନଗରରେ ଲୁଚି ରହିଲେ।


ଯିହୋଶୂୟ କହିଲେ, “ଗୁମ୍ଫା ମୁହଁରୁ ପଥର ଖଣ୍ତାମାନ କାଢ଼ ଏବଂ ସେହି ପାଞ୍ଚ ଜଣ ରାଜାଙ୍କୁ ମୋ’ ସମ୍ମୁଖକୁ ଆଣ।”


Swiv nou:

Piblisite


Piblisite