ଯିହୋଶୂୟ 10:22 - ପବିତ୍ର ବାଇବଲ22 ଯିହୋଶୂୟ କହିଲେ, “ଗୁମ୍ଫା ମୁହଁରୁ ପଥର ଖଣ୍ତାମାନ କାଢ଼ ଏବଂ ସେହି ପାଞ୍ଚ ଜଣ ରାଜାଙ୍କୁ ମୋ’ ସମ୍ମୁଖକୁ ଆଣ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ଯିହୋଶୂୟ କହିଲେ, ସେହି ଗୁମ୍ପା ମୁହଁ ମୁକୁଳା କରି ଗୁମ୍ପାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ। Gade chapit laଓଡିଆ ବାଇବେଲ22 ଏଥିଉତ୍ତାରେ ଯିହୋଶୂୟ କହିଲେ, ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।” Gade chapit la |