ଯିହୋଶୂୟ 10:26 - ପବିତ୍ର ବାଇବଲ26 ଏହା ପରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚଟା ଗଛ ଡାଳରେ ଟଙ୍ଗାଇଲେ। ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ଗଛରେ ଝୁଲି ରହିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ଵାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। Gade chapit laଓଡିଆ ବାଇବେଲ26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ। Gade chapit la |
ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।