Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:33 - ପବିତ୍ର ବାଇବଲ

33 ଗେଷ‌‌ର୍‌‌ର ରାଜା ହୋରମ ଲାଖୀ‌ଶ୍‌ରକୁ ସାହାଯ୍ୟ କରିବାକୁ ଲାଗିଲେ। କିନ୍ତୁ ଯିହୋଶୂୟ ତାଙ୍କୁ ଓ ତାଙ୍କର ସୈନ୍ୟବାହିନୀକୁ ଓ ସମସ୍ତଙ୍କୁ ହତ୍ୟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେ ସମୟରେ ଗେଷର୍ର ରାଜା ହୋରମ୍ ଲାଖୀଶ୍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।

Gade chapit la Kopi

ଓଡିଆ ବାଇବେଲ

33 ସେ ସମୟରେ ଗେଷର୍‍ର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେସମୟରେ ଗେଷରର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।

Gade chapit la Kopi




ଯିହୋଶୂୟ 10:33
11 Referans Kwoze  

ଇଫ୍ରୟିମଙ୍କ ପାଇଁ ଠିକ୍ ଏହିପରି ଭାବରେ ଘଟିଥିଲା। ଗେଷ‌ର୍‌ରେ କିଣାନୀୟ ଲୋକମାନେ ବାସ କରିବାକୁ ଲାଗିଲେ ଏବଂ ଇଫ୍ରୟିମ କିଣାନୀୟ ଲୋକମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଇଫ୍ରୟିମ କିଣାନୀୟମାନଙ୍କ ସହିତ ମିଶି ରହିବାକୁ ଲାଗିଲେ।


କିଣାନୀୟମାନଙ୍କୁ ଗେଷରକୁ ତଡ଼ିବା ପାଇଁ। କିନ୍ତୁ ଇଫ୍ରୟିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ଇଫ୍ରୟିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀୟ ଲୋକମାନେ ଇଫ୍ରୟିମ ଲୋକମାନଙ୍କର ଦାସ ହୋଇ ରହିଲେ।


ପଶ୍ଚିମରେ ଯଫଲେଟୀୟ ସୀମା ଆଡ଼େ ଓ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର୍ ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତ ଭାଗ ସମୁଦ୍ରରେ ଥିଲା।


ଏହା ପରେ ଗେଷର୍ ସହରରେ ଇସ୍ରାଏଲୀୟମାନେ ପଲେଷ୍ଟୀୟ ଲୋକଙ୍କ ସହିତ ଯୁଦ୍ଧ କଲେ। ସେହି ସମୟରେ ହୂଶାତୀୟ ସିବ୍ବଖୟ ସିପ୍ପୟକୁ ବଧ କଲେ। ଏହି ସିପ୍ପୟ ଦୈତ୍ୟପୁତ୍ରମାନଙ୍କ ମଧ୍ୟରୁ ଜଣେ ଥିଲା। ତେଣୁ ପଲେଷ୍ଟୀୟ ଲୋକମାନେ ଇସ୍ରାଏଲୀୟମାନଙ୍କର କ୍ରୀତଦାସ ତୁଲ୍ୟ ହୋଇଗଲେ।


ଇଫ୍ରୟିମର ପାର୍ବତ୍ୟମୟ ଦେଶରେ, ସେମାନଙ୍କୁ ସୁରକ୍ଷାର ନଗରୀ ଶିଖିମ ଏବଂ ଗେଷର୍ ଓ ସେମାନଙ୍କର କ୍ଷେତ୍ରଗୁଡ଼ିକ ଦିଆଗଲା।


ଇଫ୍ରୟିମ ପର୍ବତମୟ ଦେଶରୁ ଶିଖିମି, ଗେଷର ସହର ସେମାନଙ୍କୁ ଦିଆଗଲା। ଶିଖିମ ଏକ ନିରାପଦ ସହର ଥିଲା।


ଇଗ୍ଲୋନର ରାଜା 1 ଗେଷ‌‌ର୍‌‌ର ରାଜା 1


ସଦାପ୍ରଭୁ ଲାଖୀ‌ଶ୍‌କୁ ପରାସ୍ତ କରିବାକୁ ସହାୟ ହେଲେ। ସେମାନେ ଦ୍ୱିତୀୟ ଦିନରେ ସେ ସହରକୁ ପରାସ୍ତ କଲେ। ଇସ୍ରାଏଲ ଲୋକମାନେ ସେ ସହରର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। ଯେପରି ଭାବରେ ଲି‌‌ବ୍‌‌ନାରେ କରିଥିଲେ।


ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲୀୟମାନେ ଲାଖୀ‌ଶ୍‌ରୁ ଇଗ୍ଲୋ‌ନ୍‌କୁ ଗଲେ। ସେଠାରେ ସେମାନେ ସେନାଛାଉଣି କରି ସହରକୁ ଆକ୍ରମଣ କଲେ।


ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେହିପରି କଲେ ଓ ଗେବାଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।


Swiv nou:

Piblisite


Piblisite