ଯିହୋଶୂୟ 10:35 - ପବିତ୍ର ବାଇବଲ35 ସେହି ଦିନ ସେମାନେ ସହରକୁ ନିଜ ଅଧୀନକୁ ଆଣିଲେ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, ଯେପରି ଲାଖୀଶ୍ରେ ହତ୍ୟା କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ଼୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ। Gade chapit laଓଡିଆ ବାଇବେଲ35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ। Gade chapit la |
ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।