Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 10:38 - ପବିତ୍ର ବାଇବଲ

38 ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ଦବୀରକୁ ଫେରିଲେ ଏବଂ ସେହି ସହରକୁ ଆକ୍ରମଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 ଅନନ୍ତର ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।

Gade chapit la Kopi




ଯିହୋଶୂୟ 10:38
8 Referans Kwoze  

ଏହା ପରେ କାଲେବ୍ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ପୂର୍ବକାଳରେ ସେହି କିରିୟଥ ସେଫର ନାମରେ ବିଖ୍ୟାତ ଥିଲା।


ହୋଲୋନ୍, ତା'ର ତଳଭୂମି, ଦବୀର ଓ ତା'ର ତଳଭୂମି।


ଦନ୍ନା, କିରିୟଥ-ସନ୍ନା,


ଦବୀରର ରାଜା 1 ଗେଦରର ରାଜା 1


ସେମାନେ ହିବ୍ରୋଣ ଏବଂ ତା’ ପାଖରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଇଗ୍ଲୋ‌ନ୍‌ରେ ଠିକ୍ ଯେପରି ସେମାନେ ଇଗ୍ଲୋ‌ନ୍‌କୁ ଧ୍ୱଂସ କରିଥିଲେ, ସେହିପରି ସେମାନେ ହିବ୍ରୋଣକୁ ଧ୍ୱଂସ କଲେ ଏବଂ ଏହାର ରାଜାଙ୍କୁ ଓ ସମସ୍ତ ଲୋକଙ୍କୁ ହତ୍ୟା କଲେ, କାହାରିକୁ ଛାଡ଼ିଲେ ନାହିଁ। ସେମାନଙ୍କ ମଧ୍ୟରୁ ସମସ୍ତଙ୍କୁ ହତ୍ୟା କଲେ ଓ ଧ୍ୱଂସ କଲେ।


ସେମାନେ ଦବୀର ସହରକୁ ନିଜର କରଗତ କଲେ, ତାହାର ରାଜାଙ୍କୁ ମଧ୍ୟ କରଗତ କଲେ। ଏବଂ ତା'ର ନିକଟରେ ଥିବା ଛୋଟ ସହରଗୁଡ଼ିକୁ ମଧ୍ୟ ନିଜ ଅଧୀନକୁ ଆଣିଲେ। ଏବଂ ସେ ସହରକୁ ଧ୍ୱଂସ କରି ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। କାହାରିକୁ ଜୀବିତ ଛାଡ଼ିଲେ ନାହିଁ। ସେମାନେ ହିବ୍ରୋଣ ସହରକୁ ଓ ଲି‌‌ବ୍‌‌ନା ଓ ଏହାର ରାଜାଙ୍କୁ କଲାପରି, ଦବୀର ସହରକୁ ଧ୍ୱଂସ କଲେ।


ହିଲେନ୍, ଦବୀର ଏବଂ ସେମାନଙ୍କର କ୍ଷେତ।


Swiv nou:

Piblisite


Piblisite