ଯିହୋଶୂୟ 10:40 - ପବିତ୍ର ବାଇବଲ40 ଏହିପରି ଯିହୋଶୂୟ ସମସ୍ତ ପର୍ବତମୟ ଦେଶ ନେଗେଭ, ଦକ୍ଷିଣସ୍ଥ ଓ ପୂର୍ବସ୍ଥ ପାଦଦେଶୀୟ ରାଜାଙ୍କୁ ମଧ୍ୟ ହତ୍ୟା କଲେ। ସେ କାହାରିକୁ ସେଠାରେ ଜୀବିତ ଛାଡ଼ିଲେ ନାହିଁ। କାରଣ ସଦାପ୍ରଭୁ ଇସ୍ରାଏଲକୁ ଏପରି କରିବା ପାଇଁ ନିର୍ଦ୍ଦେଶ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ନିଃଶ୍ଵାସ-ପ୍ରଶ୍ଵାସଧାରୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କଲେ। Gade chapit laଓଡିଆ ବାଇବେଲ40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ। Gade chapit la |
ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ।