Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:10 - ପବିତ୍ର ବାଇବଲ

10 ଏହା ପରେ ଯିହୋଶୂୟ ଫେରି ଆସିଲେ ଓ ହା‌ତ୍‌ସୋର ସହରକୁ କରଗତ କଲେ ଓ ତା'ର ରାଜାକୁ ଖଣ୍ଡାରେ ଆଘାତ କଲେ। ପୂର୍ବରୁ ହା‌ତ୍‌ସୋର ସେହିସବୁ ରାଜ୍ୟର ମୂଖ୍ୟ ସହର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ସମୟରେ ଯିହୋଶୂୟ ଫେରି ଆସି ହାତ୍ସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ଼୍‍ଗରେ ଆଘାତ କଲେ; ପୂର୍ବକାଳରେ ହାତ୍ସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।

Gade chapit la Kopi

ଓଡିଆ ବାଇବେଲ

10 ସେହି ସମୟରେ ଯିହୋଶୂୟ ଫେରି ଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ସମୟରେ ଯିହୋଶୂୟ ଫେରିଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।

Gade chapit la Kopi




ଯିହୋଶୂୟ 11:10
2 Referans Kwoze  

ତେଣୁ ସଦାପ୍ରଭୁ ହା‌ତ୍‌ସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀ‌ନ୍‌ର ହସ୍ତରେ ଇସ୍ରାଏଲ ସନ୍ତାନଗଣକୁ ପରାସ୍ତ କରାଇଲେ। ଯାବୀ‌ନ୍‌ ହାରୋଶୋ‌ତ୍‌ରେ ରାଜତ୍ୱ କରୁଥିଲେ। ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା'ର ସେନାପତି ଥିଲା।


ହା‌ତ୍‌ସୋର ରାଜା ଯାବୀନ୍ ଏହିକଥା ଶୁଣିଲେ। ତେଣୁ ସେ ମନସ୍ଥ କଲେ, କେତେକ ରାଜାମାନଙ୍କର ସୈନ୍ୟବାହିନୀକୁ ଏକତ୍ର କରିବେ। ସେ ମାଦୋନର ରାଜା ଯୋବବ, ଶିମ୍ରୋଣର ରାଜା ଓ ଅ‌କ୍‌ଷଫର ରାଜାଙ୍କୁ ବାର୍ତ୍ତା ପଠାଇଲେ।


Swiv nou:

Piblisite


Piblisite