ଯିହୋଶୂୟ 11:15 - ପବିତ୍ର ବାଇବଲ15 ବହୁ ଦିନ ପୂର୍ବରୁ ସଦାପ୍ରଭୁ ନିଜର ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ। ଯିହୋଶୂୟ ମଧ୍ୟ ସେହିପରି କାର୍ଯ୍ୟ କରିଥିଲେ। ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାମାନ ଦେଇଥିଲେ, ସେ ସବୁ କଥାରୁ କୌଣସିଟିକୁ ଅନ୍ୟଥା କଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ। Gade chapit laଓଡିଆ ବାଇବେଲ15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ। Gade chapit la |
ଏହା ପରେ ମୋଶା ଯିହୋଶୂୟଙ୍କୁ ଡାକିଲେ। ସମସ୍ତ ଇସ୍ରାଏଲୀୟମାନଙ୍କ ସମ୍ମୁଖରେ ମୋଶା ଯିହୋଶୂୟଙ୍କୁ କହିଲେ, “ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ସେହି ଦେଶକୁ ଆଗେଇ ନେବ ଯେଉଁ ଦେଶ ଦେବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚୁକ୍ତି କରିଥିଲେ। ସେହି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇସ୍ରାଏଲୀୟ ଲୋକମାନଙ୍କୁ ସାହାଯ୍ୟ କରିବ।
“ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭେମାନେ ସମସ୍ତ ବିଷୟରେ ଦଶମାଂଶ ପରମେଶ୍ୱରଙ୍କୁ ଦେଇଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଗ୍ଭର ଅନ୍ୟାନ୍ୟ ଛୋଟ ଗ୍ଭରାର ମଧ୍ୟ ଦଶ ଭାଗରୁ ଭାଗେ ପରମେଶ୍ୱରଙ୍କୁ ଦେଇଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ୟବହାର କରିବାକୁ ଓ ପରମେଶ୍ୱରଙ୍କୁ ଭଲ ପାଇବାକୁ ତୁମ୍ଭେମାନେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ଯ୍ୟ କରିବା ଉଚିତ୍। ତା’ ସହିତ ଦଶମାଂଶ ଦେବା ଏବଂ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ ଗ୍ଭଲୁ ରଖିବା ଉଚିତ୍।
“ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍।