ଯିହୋଶୂୟ 11:2 - ପବିତ୍ର ବାଇବଲ2 ପୁଣି ଉତ୍ତର ପାର୍ବତୀୟ ଦେଶର ରାଜାଗଣଙ୍କୁ ଆରବଙ୍କୁ, ଗାଲିଲୀହ୍ରଦର ଦକ୍ଷିଣକୁ, ପଶ୍ଚିମସ୍ଥ ପାର୍ବତୀୟ ମାଳଭୂମିକୁ ଓ ପଶ୍ଚିମରେ ଦଫୋନ ଦୋରଙ୍କୁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜଗଣ ନିକଟକୁ, Gade chapit laଓଡିଆ ବାଇବେଲ2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଉତ୍ତର ଦେଶୀୟ ପର୍ବତରେ ଓ କିନ୍ନେରତ୍ର ଦକ୍ଷିଣସ୍ଥ ପଦାଭୂମିରେ ଓ ତଳଭୂମିରେ ଓ ପଶ୍ଚିମସ୍ଥ ଦୋର ନାମକ ଉପପର୍ବତରେ ଥିବା ରାଜାଗଣ ନିକଟକୁ, Gade chapit la |
ଗିବିୟୋନୀୟମାନେ ଗିଲ୍ଗଲ୍ ଛାଉଣିଠାରେ ଯିହୋଶୂୟଙ୍କ ନିକଟକୁ ଏକ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତାବାହକ କହିଲା, “ଆମ୍ଭେ ଆପଣଙ୍କ ଦାସ, ଆମ୍ଭକୁ ଏକୁଟିଆ ଛାଡ଼ ନାହିଁ। ଆସ ଏବଂ ଆମ୍ଭମାନଙ୍କୁ ରକ୍ଷା କର। ଶୀଘ୍ର ଆସି ଆମ୍ଭକୁ ସାହାଯ୍ୟ କରି ଆମ୍ଭର ଜୀବନ ରକ୍ଷା କର। ଆଉ ସମସ୍ତ ଇମୋରୀୟ ଦେଶର ପର୍ବତ ନିବାସୀ ରାଜାମାନେ ସେମାନଙ୍କର ସୈନ୍ୟବାହିନୀ ସହିତ ଏକତ୍ରିତ ହୋଇ ଆମ୍ଭମାନଙ୍କୁ ଆକ୍ରମଣ କରୁଛନ୍ତି।”