Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 11:9 - ପବିତ୍ର ବାଇବଲ

9 ଯିହୋଶୂୟ ଏହିପରି କଲେ, ସଦାପ୍ରଭୁ ତାଙ୍କୁ ଯେପରି କରିବାକୁ କହିଥିଲେ। ସେ ଘୋଡ଼ାମାନଙ୍କୁ ଛୋଟା କରି ଦେଲେ ଓ ରଥଗୁଡ଼ିକ ପୋଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ଵଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।

Gade chapit la Kopi




ଯିହୋଶୂୟ 11:9
6 Referans Kwoze  

ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେ ସମସ୍ତ ସୈନ୍ୟମାନଙ୍କୁ ଭୟ କର ନାହିଁ। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭର ସହାୟ ହେବି। ଆସନ୍ତା କାଲି ଏହି ସମୟରେ ତୁମ୍ଭେମାନେ ସେମାନଙ୍କୁ ହତ୍ୟା କରିବ। ତୁମ୍ଭେମାନେ ସେମାନଙ୍କର ଘୋଡ଼ାମାନଙ୍କୁ ଛୋଟା କରି ଦେବ ଓ ରଥଗୁଡ଼ିକୁ ପୋଡ଼ି ଦେବ।”


ସେମାନେ ଗୁପ୍ତରେ ମନ୍ଦ ଯୋଜନା କରନ୍ତି। ହେ ମୋର ପ୍ରାଣ ସେମାନଙ୍କର ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ। ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ, କାରଣ ସେମାନେ କ୍ରୋଧିତ ଥିଲାବେଳେ ମନୁଷ୍ୟମାନଙ୍କୁ ହତ୍ୟା ଏବଂ ସେମାନଙ୍କ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ୟା କଲେ।


ଦାଉଦ ତା'ଠାରୁ 1,700 ଅଶ୍ୱାରୋହୀ ଏବଂ 20,000 ପଦାତିକ ସୈନ୍ୟ ନେଲେ। ଦାଉଦ 100ଟି ଅଶ୍ୱ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ୱଗୁଡ଼ିକୁ ପଙ୍ଗୁ କରିଦେଲେ।


ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦେବା ଓ ତୁମ୍ଭର ‘ଯୁବକ ସିଂହମାନଙ୍କୁ’ ଖଣ୍ଡାରେ ହତ୍ୟା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦେବା। ଲୋକମାନେ ଆଉ କେବେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।”


ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର। ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”


Swiv nou:

Piblisite


Piblisite