Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:22 - ପବିତ୍ର ବାଇବଲ

22 କେଦଶର ରାଜା 1 କର୍ମିଲସ୍ଥ ଯଗ୍ନିଯାମର ରାଜା 1

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିଯାମର ରାଜା, ଏକ;

Gade chapit la Kopi

ଓଡିଆ ବାଇବେଲ

22 କେଦଶ୍‍ର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କେଦଶର ରାଜା, ଏକ; କର୍ମିଲସ୍ଥ ଯଗ୍ନିୟାମର ରାଜା, ଏକ;

Gade chapit la Kopi




ଯିହୋଶୂୟ 12:22
12 Referans Kwoze  

ନପ୍ତାଲି ବଂଶରୁ ଗାଲିଲୀ ଅନ୍ତର୍ଗତ ନରହତ୍ୟାକାରୀର ଆଶ୍ରୟ ନଗର କେଦଶ ଓ ତା'ର ତଳଭୂମି, ହମୋତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସେହି ତିନୋଟି ନଗର ଦେଲେ।


କେଦଶ, ଇଦ୍ରିୟୀ ଓ ଐନ ହା‌ତ୍‌ସୋର,


ତା'ର ଅପାର ଆନନ୍ଦ ଉଲ୍ଲାସ ନୃତ୍ୟ ଓ ଗାନ ମାଧ୍ୟମରେ ପ୍ରଦର୍ଶନ କରିବ। ଲିବାନୋ‌ନ୍‌ର ପରାକ୍ରମ, କର୍ମିଲ ଓ ଶାରୋଣର ଶୋଭା ସେ ପ୍ରାପ୍ତ ହେବ। ଏସବୁ ଘଟିବ, କାରଣ ସେମାନେ ସଦାପ୍ରଭୁଙ୍କର ମହିମା ଏବଂ ସେମାନେ ପରମେଶ୍ୱରଙ୍କ ଶୋଭା ଦେଖିବେ।


ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା।


ତେଣୁ ଇସ୍ରାଏଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହା “ନିରାପଦ ସହର” ନାମରେ ପରିଚିତ। ସେହି ସହରଗୁଡ଼ିକ ଥିଲା। ନପ୍ତାଲିର ପର୍ବତମୟ ଦେଶସ୍ଥ ଗାଲିଲୀରେ କେଦଶ ଇଫ୍ରୟିମ ପର୍ବତମୟ ଦେଶରେ ଶିଖିମ୍ ଓ ଯିହୁଦାର ପର୍ବତମୟ ଦେଶରେ କିରିୟଥ-ଅର୍ବ (ହିବ୍ରୋଣ) ପ୍ରତିଷ୍ଠା କଲେ।


ଏହିପରି ଭାବରେ ସେମାନଙ୍କର ସୀମା ପଶ୍ଚିମରେ ମରିୟଲା ଦିଗରେ ଉଠି ଦବେଶତ୍ ପର୍ଯ୍ୟନ୍ତ ଯାଇ ଯଗ୍ନିୟାମର ସମ୍ମୁଖସ୍ଥ ନଦୀ ପର୍ଯ୍ୟନ୍ତ ଥିଲା।


ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


କେଦଶ୍, ହା‌ତ୍‌ସୋର, ଯିତ୍ନନ୍,


ତାନ କର ରାଜା 1 ମଗିଦ୍ଦୋର ରାଜା 1


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ଯିଏ କି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।


ଏହା ପରେ ସେମାନେ ମରାରି ସନ୍ତାନଗଣର ପରିବାରବର୍ଗନୁସାରେ ଅବଶିଷ୍ଟ ଲେବୀୟ ଗୋଷ୍ଠୀଙ୍କୁ, ସବୂଲୂନ ବଂଶରୁ ଯଗ୍ନିୟାମ୍ ଓ ତା'ର ତଳଭୂମି କାର୍ତ୍ତା ଓ ତା'ର ତଳଭୂମି,


ତାନକ୍ ଓ ମଗିଦ୍ଦୋ ଓ ବୈଥ୍-ଶାନଠାରୁ ଆବେଲ୍ ମହୋଲା ଓ ଯଗୂମିୟାମ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମସ୍ତ ବୈଥ୍-ଶାନରେ ଅହୀଲୂଦର ପୁତ୍ର ବାନା ରାଜ୍ୟପାଳ ଥିଲେ।


Swiv nou:

Piblisite


Piblisite