Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 12:23 - ପବିତ୍ର ବାଇବଲ

23 ଦୋର ଉପପର୍ବତସ୍ଥିତ ଦୋରର ରାଜା 1 ଗି‌ଲ୍‌ଗଲସ୍ଥ ଗୋୟିମର ରାଜା 1

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍ଗଲ୍ସ୍ଥ ଗୋୟିମର ରାଜା, ଏକ;

Gade chapit la Kopi

ଓଡିଆ ବାଇବେଲ

23 ଦୋର ଉପ-ପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଦୋର ଉପପର୍ବତସ୍ଥିତ ଦୋରର ରାଜା, ଏକ; ଗିଲ୍‍ଗଲ୍‍ସ୍ଥ ଗୋୟିମର ରାଜା, ଏକ;

Gade chapit la Kopi




ଯିହୋଶୂୟ 12:23
6 Referans Kwoze  

ପୁଣି ଉତ୍ତର ପାର୍ବତୀୟ ଦେଶର ରାଜାଗଣଙ୍କୁ ଆରବଙ୍କୁ, ଗାଲିଲୀହ୍ରଦର ଦକ୍ଷିଣକୁ, ପଶ୍ଚିମସ୍ଥ ପାର୍ବତୀୟ ମାଳଭୂମିକୁ ଓ ପଶ୍ଚିମରେ ଦଫୋନ ଦୋରଙ୍କୁ।


ଅତୀତରେ ଲୋକେ ଭାବୁଥିଲେ ସବୂଲୂନ୍ ଓ ନପ୍ତାଲି ଦେଶ ପ୍ରଧାନ ନ ଥିଲା। ମାତ୍ର ପରେ ପରମେଶ୍ୱର ସେ ଦେଶଗୁଡ଼ିକ ମହାନ କରିଦେଲେ। ସମୁଦ୍ର ନିକଟବର୍ତ୍ତୀ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱ ଗାଲିଲୀର ଅଣଯିହୂଦୀମାନଙ୍କୁ ସମ୍ଭ୍ରାନ୍ତ କରିବେ।


ଇଷାଖର ଓ ଆଶେର ମଧ୍ୟରେ ବୈ‌ଥ୍‌ଶାନ୍ ଓ ତହିଁର ଉପନଗର ଯିବଲିୟମ ଓ ତା'ର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ ଐ‌ନ୍‌ଦୋର ଓ ତହିଁର ଉପନଗର ନିବାସୀଗଣ ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲେ।


ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗି‌ଲ୍‌ଗ‌ଲ୍‌ଠାରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite