Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:10 - ପବିତ୍ର ବାଇବଲ

10 ସେହି ସମସ୍ତ ସହରରେ ଇମୋରୀୟମାନଙ୍କର ରାଜା ସୀହୋନ ସେହି ଦେଶରେ ରାଜତ୍ୱ କରୁଥିଲେ। ସେ ହି‌ଷ୍‌ବୋନରେ ଶାସନ କରୁଥିଲେ। ସେହି ଦେଶ ଅମ୍ମୋନୀୟମାନଙ୍କର ସୀମା ପର୍ଯ୍ୟନ୍ତ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;

Gade chapit la Kopi

ଓଡିଆ ବାଇବେଲ

10 ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;

Gade chapit la Kopi




ଯିହୋଶୂୟ 13:10
5 Referans Kwoze  

ସଦାପ୍ରଭୁ ହି‌ଷ୍‌ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓ‌ଗ୍‌କୁ ଇଦ୍ରିୟୀରେ ପରାସ୍ତ କଲାପରେ।


ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି।


ଗିଲିୟଦ ଓ ଗଶୁରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ ସୀମା ପର୍ଯ୍ୟନ୍ତ ଥିଲା।


ତୁମ୍ଭେମାନେ ଅମ୍ମୋନ୍ ସନ୍ତାନଗଣ ନିକଟରେ ପହଞ୍ଚିବ, କିନ୍ତୁ ତୁମ୍ଭେମାନେ ସେମାନଙ୍କୁ କ୍ଳେଶ ଦେବ ନାହିଁ। ସେମାନଙ୍କ ସହିତ ଯୁଦ୍ଧ କର ନାହିଁ। କାରଣ ତୁମ୍ଭକୁ ସେ ଦେଶ ଦେବା ନାହିଁ। କାରଣ ସେମାନେ ହେଉଛନ୍ତି ଲୋଟର ବଂଶଧର। ଆମ୍ଭେ ସେମାନଙ୍କୁ ଏହିଦେଶ ଦେଇଅଛୁ।‌’”


Swiv nou:

Piblisite


Piblisite