ଯିହୋଶୂୟ 13:14 - ପବିତ୍ର ବାଇବଲ14 କେବଳ ଲେବୀ ଏକ ବଂଶଧର ଯେ କି ଜମା ଭୂମି ପାଇ ନ ଥିଲେ। ଲେବୀୟମାନେ ଶସ୍ୟ ନୈବେଦ୍ୟ ଓ ହୋମବଳି ପାଇଲେ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଉଥିଲା। ଏହା ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 କେବଳ ଲେବୀ ବଂଶକୁ ସେ କିଛି ଅଧିକାର ଦେଲେ ନାହିଁ; ତାହା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅଗ୍ନିକୃତ ଉପହାର ତାହାର ଅଧିକାର ହେଲା। Gade chapit laଓଡିଆ ବାଇବେଲ14 କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ। Gade chapit la |