Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:15 - ପବିତ୍ର ବାଇବଲ

15 ମୋଶା ରୁବେନ୍ ପରିବାରବର୍ଗର ପ୍ରତ୍ୟେକଙ୍କୁ ସେମାନଙ୍କର ଗୋତ୍ରାନୁସାରେ ଅଧିକାର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।

Gade chapit la Kopi

ଓଡିଆ ବାଇବେଲ

15 ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।

Gade chapit la Kopi




ଯିହୋଶୂୟ 13:15
7 Referans Kwoze  

କେବଳ ଲେବୀ ଏକ ବଂଶଧର ଯେ କି ଜମା ଭୂମି ପାଇ ନ ଥିଲେ। ଲେବୀୟମାନେ ଶସ୍ୟ ନୈବେଦ୍ୟ ଓ ହୋମବଳି ପାଇଲେ, ଯାହାକି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଉଥିଲା। ଏହା ସଦାପ୍ରଭୁଙ୍କ ପ୍ରତିଜ୍ଞାନୁସାରେ ଥିଲା।


ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମତଳ ଭୂମି ସେମାନଙ୍କର ସୀମା ଥିଲା।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


ଏହି ସମସ୍ତ ଲୋକ ଇସ୍ରାଏଲ ବଂଶ ମଧ୍ୟରେ ମୁଖ୍ୟ ଥିଲେ: ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେ‌ନ୍‌ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମ୍ମି ଏହିପରି ଗ୍ଭରି ପୁତ୍ର ଥିଲେ।


ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।


କିନ୍ତୁ ସୀହୋନ ନିଜର ସୀମାଦେଇ ଇସ୍ରାଏଲକୁ ଯିବାକୁ ଦେଲା ନାହିଁ। ସୀହୋନ୍ ନିଜର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କଲେ। ତା'ପରେ ସେମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ।


Swiv nou:

Piblisite


Piblisite