Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:21 - ପବିତ୍ର ବାଇବଲ

21 ଏହିପରି ସମତଳର ସମସ୍ତ ନଗରକୁ ମିଶାଇ ଓ ଇମୋରୀୟର ରାଜା ସୀହୋନ, ଯିଏ ହି‌ଷ୍‌ବୋନରେ ରାଜତ୍ୱ କରୁଥିଲେ, ତାଙ୍କର ସମସ୍ତ ଅଞ୍ଚଳକୁ ମିଶାଇ ଏହି ଦେଶ ଗଠିତ ହେଲା। ମୋଶା ତାଙ୍କୁ ଓ ମିଦିୟନର ନେତୃବର୍ଗ ଓ ସୀହୋନର ରାଜପୁତ୍ରମାନଙ୍କୁ ମଧ୍ୟ ଇବି, ରେକମ, ସୂର, ହର ଓ ରେବାକୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।

Gade chapit la Kopi




ଯିହୋଶୂୟ 13:21
6 Referans Kwoze  

ସେମାନେ ଇବି, ରେକମ୍, ସୂର, ହୂର ଓ ରେବା ଏହି ପାଞ୍ଚ ଜଣ ମିଦିୟନୀୟ ରାଜାଙ୍କୁ ହତ୍ୟା କଲେ। ଆଉ ମଧ୍ୟ ବିୟୋରର ପୁତ୍ର ବିଲିୟମକୁ ମଧ୍ୟ ସେମାନେ ଖ‌ଡ଼୍‌ଗରେ ହତ୍ୟା କଲେ।


ଆମ୍ଭେମାନେ ସମତଳ ଭୂମିର ସମସ୍ତ ସହର, ସଲଖା ଓ ଇନ୍ଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲିୟଦ ଓ ସମସ୍ତ ବାଶନ୍ ଅର୍ଥାତ୍ ବାଶନସ୍ଥିତ ଓଗ୍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।”


ବୈ‌ଥ୍‌ପିୟୋର, ଅସଦୋତ୍, ପି‌‌ସ୍‌‌ଗା, ବୈ‌ଥ୍‌ଯିଶିମୋତ୍ ତହିଁର ଏହି ସମସ୍ତ ନଗର।


ପୁଣି ସେହି ମିଦିୟନୀୟା ସ୍ତ୍ରୀଲୋକ ଯିଏ ଇସ୍ରାଏଲର ପୁତ୍ର କସବୀ ସହିତ ହତ ହୋଇଥିଲା, ସେ ସୂରର କନ୍ୟା ଥିଲା। ସୂର ମିଦିୟନୀୟ ପରିବାରବର୍ଗର ଏକ ମୁଖ୍ୟ ଥିଲା।


Swiv nou:

Piblisite


Piblisite