Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:28 - ପବିତ୍ର ବାଇବଲ

28 ଏହି ସ୍ଥାନ ଯାହାକି ମୋଶା ଗାଦ୍ ପରିବାରବର୍ଗଙ୍କୁ ଦେଇଥିଲେ। ତାଲିକାଭୁକ୍ତ ସମସ୍ତ ସହର ସେହି ଦେଶରେ ସାମିଲ୍ ଥିଲା। ମୋଶା ସେହି ଦେଶକୁ ପ୍ରତ୍ୟେକ ଗାଦୀୟ ଗୋଷ୍ଠୀକୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

Gade chapit la Kopi

ଓଡିଆ ବାଇବେଲ

28 ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।

Gade chapit la Kopi




ଯିହୋଶୂୟ 13:28
3 Referans Kwoze  

ବୈଥାରମର ଓ ବୈଥାନିମ୍ରାର ଓ ସୁ‌କ୍‌କୋ‌ତ୍‌ର ଓ ସଫୋ‌ନ୍‌ର ଉପତ୍ୟକା ସେହି ଦେଶରେ ସାମିଲ୍ ଥିଲା। ଅବଶିଷ୍ଟ ଦେଶ ଯାହାକି ହି‌ଷ୍‌ବୋନର ରାଜା ସୀହୋନ ଦ୍ୱାରା ଶାସିତ ହେଉଥିଲା, ସେହି ଦେଶ ମଧ୍ୟରେ ସାମିଲ୍ ଥିଲା।


ଆଉ ମୋଶା ମନଃଶିର ଅର୍ଦ୍ଧ ପରିବାରବର୍ଗକୁ ସେମାନଙ୍କର ଗୋଷ୍ଠୀ ଦ୍ୱାରା ଦିଆଯାଇଥିବା ଦେଶକୁ ଦେଲେ।


ଗା‌ଦ୍‌ର ଗୋଷ୍ଠୀର ଲୋକମାନେ ଗିଲିୟଦ ଦେଶରେ ବାସ କରୁଥିଲେ। ସେମାନେ ବାଶନରେ, ବାଶନ୍ ଚତୁର୍ଦ୍ଦିଗସ୍ଥ ଛୋଟ ସହର ଗୁଡ଼ିକରେ ଓ ଶାରୋଣରେ ଥିବା ସବୁ ଗ୍ଭରଣଭୂମି ଓ ସୀମା ପର୍ଯ୍ୟନ୍ତ ସ୍ଥାନମାନଙ୍କରେ ବାସ କରୁଥିଲେ।


Swiv nou:

Piblisite


Piblisite