ଯିହୋଶୂୟ 13:3 - ପବିତ୍ର ବାଇବଲ3 ଶୀହୋରଠାରୁ ମିଶରର ସୀମାବର୍ତ୍ତୀ ଇକ୍ରୋଣ ଓ ତା'ର ଉତ୍ତରାଞ୍ଚଳକୁ ବର୍ତ୍ତମାନ ପର୍ଯ୍ୟନ୍ତ ତୁମ୍ଭେ ନିୟନ୍ତ୍ରଣକୁ ନେଇ ନାହଁ। ବର୍ତ୍ତମାନ ସୁଦ୍ଧା ସେହି ଦେଶ କିଣାନୀୟମାନଙ୍କର ଅଟେ। ଏହି ପାଞ୍ଚ ଜଣଙ୍କୁ ଯଥା: ଗାଜା, ଅସଦୋଦ୍, ଅସ୍କିଲୋନ, ଗାଥ୍ ଓ ଇକ୍ରୋଣର ନେତାଗଣଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ; Gade chapit laଓଡିଆ ବାଇବେଲ3 ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତର ସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ; Gade chapit la |
ତେଣୁ ପଲେଷ୍ଟୀୟ ନେତୃବର୍ଗମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “ଆମ୍ଭେ ଜାଣିବାକୁ ଗ୍ଭହୁଁ ସେ କେଉଁଠାରୁ ବଳ ପାଉଛି, ତୁମ୍ଭେ ଚତୁରତାର ସହ ତାଙ୍କ ପାଖରୁ ଏହି ଗୁପ୍ତ ରହସ୍ୟ ଆଦାୟ କର। ଆମ୍ଭେ ଜାଣିବାକୁ ଗ୍ଭହୁଁ, ତାକୁ କିପରି କାବୁ କରି ହେବ। ଯାହାଫଳରେ ଆମ୍ଭେ ଯେକୌଣସି ପ୍ରକାରେ ବନ୍ଦୀ କରି ପାରିବୁ। ଯଦି ତୁମ୍ଭେ ଏହା କରି ପାରିବ ତେବେ ତୁମ୍ଭକୁ ଆମ୍ଭେ ପ୍ରତ୍ୟେକ 1,100 ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗାଥ୍କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।