ଯିହୋଶୂୟ 13:30 - ପବିତ୍ର ବାଇବଲ30 ସେହି ଭୂମି ମହନୟୀମଠାରୁ ଆରମ୍ଭ ହେଲା। ଏହା ମଧ୍ୟ ବାଶନର ଅନ୍ତର୍ଭୁକ୍ତ ହେଲା। ଯାହାକି ଓଗ୍ର ରାଜା ବାଶନର ଶାସନାଧୀନ ଥିଲା। ବାଶନ ଅଧୀନର ମୋଟ 60 ଟି ସହର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)30 ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର; Gade chapit laଓଡିଆ ବାଇବେଲ30 ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର Gade chapit la |