Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 13:4 - ପବିତ୍ର ବାଇବଲ

4 ଦକ୍ଷିଣରେ ବାସ କରୁଥିବା ଅବ୍ବୀୟମାନଙ୍କୁ ତୁମ୍ଭଙ୍କୁ ପରାସ୍ତ କରିବାକୁ ହେବ। ତୁମ୍ଭକୁ କିଣାନୀୟମାନଙ୍କର ସମସ୍ତ ଦେଶକୁ ଏବଂ ସୀଦୋୟନୀୟମାନଙ୍କର ମିୟାରା ଓ ଅଫେକ୍ ଓ ଇମୋରୀୟମାନଙ୍କର ସୀମା ପର୍ଯ୍ୟନ୍ତ ପରାସ୍ତ କରିବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।

Gade chapit la Kopi

ଓଡିଆ ବାଇବେଲ

4 ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।

Gade chapit la Kopi




ଯିହୋଶୂୟ 13:4
11 Referans Kwoze  

ଉମ୍ମା, ଅଫେକ୍ ଓ ରହୋବ ଏହିପରି ଗ୍ରାମ ସମେତ ବାଇଶିଟି ନଗର ଥିଲା।


ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ।


“ଆମ୍ଭେ ତୁମ୍ଭମାନଙ୍କୁ ମିଶରରୁ ଆଣିଲୁ ଏବଂ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମରୁଭୂମିରେ ଆଗେଇ ନେଲୁ। ଆମ୍ଭେ ମଧ୍ୟ ଇମୋରୀୟମାନଙ୍କର ଭୂମିକୁ ଅଧିକାର କରିବାକୁ ତୁମ୍ଭମାନଙ୍କୁ ସାହାଯ୍ୟ କଲୁ।


ଅଫେକର ରାଜା 1 ଲାଶାରୋଣର ରାଜା 1


ଯାବୀନ୍ ପୂର୍ବ ଓ ପଶ୍ଚିମ ଦେଶୀୟ କିଣାନୀୟମାନଙ୍କ ଓ ଇମୋରୀୟମାନଙ୍କ ଓ ହିତ୍ତୀୟମାନଙ୍କ ଓ ପିରିଷୀୟମାନଙ୍କ ଓ ପର୍ବତସ୍ଥ ଯିବୂଷୀୟମାନଙ୍କ ଓ ହର୍ମୋଣର ଅଧଃସ୍ଥିତ ମିସ୍ପି ଦେଶୀୟ ହିବ୍ବୀୟମାନଙ୍କ ନିକଟକୁ ବାର୍ତ୍ତା ପଠାଇଲେ।


ଏହିପରି ଯିହୋଶୂୟ ସମସ୍ତ ପର୍ବତମୟ ଦେଶ ନେଗେଭ, ଦକ୍ଷିଣସ୍ଥ ଓ ପୂର୍ବସ୍ଥ ପାଦଦେଶୀୟ ରାଜାଙ୍କୁ ମଧ୍ୟ ହତ୍ୟା କଲେ। ସେ କାହାରିକୁ ସେଠାରେ ଜୀବିତ ଛାଡ଼ିଲେ ନାହିଁ। କାରଣ ସଦାପ୍ରଭୁ ଇସ୍ରାଏଲକୁ ଏପରି କରିବା ପାଇଁ ନିର୍ଦ୍ଦେଶ ଦେଲେ।


ଅନନ୍ତର ପରବର୍ଷ ବସନ୍ତରେ ବି‌ନ୍‌ହଦଦ୍ ଅରାମୀୟମାନଙ୍କୁ ଏକତ୍ରିତ କରି ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଅଫେକକୁ ଗଲେ।


ମାତ୍ର ଅବଶିଷ୍ଟ ସମସ୍ତ ଲୋକ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ। ଆଉ 27,000 ସୈନ୍ୟମାନଙ୍କ ଉପରେ ପାଚେରୀ ପଡ଼ିଲା। ବି‌ନ୍‌ହଦଦ୍ ନଗର ମଧ୍ୟକୁ ପଳାଇ ଯାଇ ଏକ କୋଠରୀରେ ଲୁଚି ରହିଲେ।


ଏବଂ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ ଯିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ। ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲେ।


Swiv nou:

Piblisite


Piblisite