ଯିହୋଶୂୟ 13:5 - ପବିତ୍ର ବାଇବଲ5 ତୁମ୍ଭେ ଏପର୍ଯ୍ୟନ୍ତ ଗିବଲିୟମାନଙ୍କ ଦେଶକୁ ପରାସ୍ତ କରି ନାହଁ। ଏବଂ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ପୂର୍ବ ଦିଗସ୍ଥ ସମସ୍ତ ଲିବାନୋନ୍। ଏମାନଙ୍କୁ ପରାସ୍ତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍। Gade chapit laଓଡିଆ ବାଇବେଲ5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ। Gade chapit la |
ଇସ୍ରାଏଲର ଲୋକମାନେ ମଧ୍ୟ ଯର୍ଦ୍ଦନର ପଶ୍ଚିମ ପାର୍ଶ୍ୱସ୍ଥ ଦେଶର ରାଜାମାନଙ୍କୁ ପରାସ୍ତ କରିଥିଲେ। ଯିହୋଶୂୟ ଏହି ଆକ୍ରମଣର ନେତୃତ୍ୱ ନେଇଥିଲେ। ଯିହୋଶୂୟ ସେହି ଦେଶଗୁଡ଼ିକୁ ବାରଟି ପରିବାରବର୍ଗ ମଧ୍ୟରେ ବାଣ୍ଟି ଦେଇଥିଲେ। ସେହି ଦେଶଗୁଡ଼ିକ ସଦାପ୍ରଭୁ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେହି ଲିବାନୋନ୍ର ବାଲଗାଦ୍ଠାରୁ ସେୟୀରର ହାଲକ ପର୍ଯ୍ୟନ୍ତ ଉପତ୍ୟକାଗୁଡ଼ିକ ଥିଲା।