ଯିହୋଶୂୟ 13:6 - ପବିତ୍ର ବାଇବଲ6 “ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଲିବାନୋନ୍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit laଓଡିଆ ବାଇବେଲ6 ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ। Gade chapit la |
ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଓ ଘଉଡ଼ାଇ ଦେବାରେ ତୁମ୍ଭର ପକ୍ଷ ହେବେ ନାହିଁ। ଏହି ଲୋକମାନେ ତୁମ୍ଭ ପାଇଁ ଏକ ଫାଶ ପରି ହେବେ। ସେମାନେ ତୁମ୍ଭ ପିଠି ପାଇଁ ଗ୍ଭବୁକ୍ ପରି ଓ ତୁମ୍ଭ ଆଖି ପାଇଁ କଣ୍ଟା ପରି ହେବେ। ଯେପର୍ଯ୍ୟନ୍ତ ତୁମ୍ଭେ ସେହି ଉତ୍ତମ ଦେଶ ଛାଡ଼ିବା ପାଇଁ ବାଧ୍ୟ ନ ହୋଇଛ, ଯାହା ସଦାପ୍ରଭୁ ତୁମ୍ଭଙ୍କୁ ଦେଇଥିଲେ।