ଯିହୋଶୂୟ 14:1 - ପବିତ୍ର ବାଇବଲ1 ଯାଜକ ଇଲିୟାସର ନୂନର ପୁତ୍ର ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ପରିବାରବର୍ଗର ପ୍ରଧାନବର୍ଗ ନିଷ୍ପତ୍ତି ନେଲେ, ଭୂମି କିପରି ଲୋକମାନଙ୍କ ମଧ୍ୟରେ ବଣ୍ଟା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନ-ଗଣର ପିତୃବଂଶୀୟ ପ୍ରଧାନବର୍ଗ, Gade chapit laଓଡିଆ ବାଇବେଲ1 କିଣାନ ଦେଶରେ ଇସ୍ରାଏଲ ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ଏହିସବୁ ଅଧିକାର ପାଇଲେ, ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣର ପିତୃବଂଶୀୟ ପ୍ରଧାନବର୍ଗ, Gade chapit la |
ବୁକ୍କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହସ୍ର ପୁତ୍ର ଥିଲା। ପୀନହସ୍ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।