ଯିହୋଶୂୟ 14:4 - ପବିତ୍ର ବାଇବଲ4 ବାରଟି ବଂଶଧରଙ୍କୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। ଯୋଷେଫଙ୍କର ପୁତ୍ରଗଣ ଦୁଇଟି ବଂଶରେ ବିଭକ୍ତ ହେଲେ। ସେମାନେ ହେଲେ, ମନଃଶି ଓ ଇଫ୍ରୟିମ। ଏବଂ ପ୍ରତ୍ୟେକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲେବୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସେମାନଙ୍କୁ କେବଳ ଏକ ଛୋଟ ସହର ବାସ କରିବା ପାଇଁ ଅଧିକାର ଦିଆ ଯାଇଥିଲା। ସେହି ସହର ଗୁଡ଼ିକ ହେଲା, ପ୍ରତ୍ୟେକ ପରିବାରବର୍ଗର ଦେଶ, ସେମାନଙ୍କର ପଶୁମାନେ ଚରିବା ପାଇଁ କିଛି ପଡ଼ିଆ ଦିଆଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ। Gade chapit laଓଡିଆ ବାଇବେଲ4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ। Gade chapit la |
ରାଜା ହିଜକିୟ ଇସ୍ରାଏଲ ଓ ଯିହୁଦାର ସବୁ ଲୋକମାନଙ୍କ ନିକଟକୁ ବାର୍ତ୍ତାମାନ ପ୍ରେରଣ କଲେ। ସେ ଇଫ୍ରୟିମ ଓ ମନଃଶିର ଲୋକମାନଙ୍କ ନିକଟକୁ ମଧ୍ୟ ପତ୍ରମାନ ଲେଖିଲେ। ହିଜକିୟ ସେହି ସମସ୍ତ ଲୋକଙ୍କୁ ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ଆସିବା ନିମନ୍ତେ ନିମନ୍ତ୍ରଣ ଜଣାଇଲେ, ଯେପରି ସେମାନେ ସମସ୍ତ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରି ପାରିବେ।