Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 14:5 - ପବିତ୍ର ବାଇବଲ

5 ସଦାପ୍ରଭୁ ମୋଶାଙ୍କୁ ନିର୍ଦ୍ଦେଶ ଦେଲେ, ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ କିପରି ଭାବରେ ଭୂମିବାଣ୍ଟ ହେବ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କର ନିର୍ଦ୍ଦେଶମତେ ଭୂମିଗୁଡ଼ିକ ସେମାନଙ୍କ ଭିତରେ ଭାଗ କରି ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।

Gade chapit la Kopi

ଓଡିଆ ବାଇବେଲ

5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।

Gade chapit la Kopi




ଯିହୋଶୂୟ 14:5
4 Referans Kwoze  

ଏହା ଏପରି ହେଲା କିଣାନ ଦେଶସ୍ଥ ଶୀଲୋ ନଗରରେ ଲେବୀୟର ଶାସକଗଣ ତାହାଙ୍କୁ କହିଲେ, “ସଦାପ୍ରଭୁ ମୋଶାଙ୍କୁ ଆଦେଶ ଦେଇଛନ୍ତି। ସେ ଏହିପରି ଆଦେଶ ଦେଇଛନ୍ତି ଯେ, ତୁମ୍ଭେ ଆମ୍ଭକୁ ରହିବା ପାଇଁ ଏକ ସହର ଦିଅ। ଏବଂ ସେ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ଯେ, ତୁମ୍ଭେ ଆମ୍ଭକୁ ଭୂମି ଦେବ, ଯେଉଁଠାରେ ଆମ୍ଭର ପଶୁମାନେ ଚରାବୁଲା କରି ପାରିବେ।”


ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।


ଯିହୋଶୂୟ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ଭାଗ ଗୁଳା ପକାଇଲେ। ଏହିପରି ଭାବରେ ଯିହୋଶୂୟ ଉକ୍ତ ଜମିକୁ ସାତ ଭାଗରେ ବିଭକ୍ତ କରି ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭାଗ କଲେ। ପ୍ରତ୍ୟେକ ଜଣ ତାଙ୍କର ଅଂଶ ପାଇଲେ।


Swiv nou:

Piblisite


Piblisite