ଯିହୋଶୂୟ 15:11 - ପବିତ୍ର ବାଇବଲ11 ଏହା ପରେ ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା। ସେଠାରୁ ସେ ଶକ୍କେରୋନ୍ ସୀମା ପର୍ଯ୍ୟନ୍ତ ବିସ୍ତୃତ ଥିଲା ଓ ବାଲା ପର୍ବତରେ ପଡ଼ି ଯବନିୟେଲ ପର୍ଯ୍ୟନ୍ତ ଥିଲା। ସେହି ସୀମାର ପ୍ରାନ୍ତ ଭାଗ ସମୁଦ୍ର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। Gade chapit laଓଡିଆ ବାଇବେଲ11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। Gade chapit la |
ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’”
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗାଥ୍କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।