ଯିହୋଶୂୟ 15:17 - ପବିତ୍ର ବାଇବଲ17 କାଲେବ୍ର ଭାଇ କନସର ପୁତ୍ର ଅତ୍ନୀୟେଲ ସେ ସହରକୁ ପରାସ୍ତ କଲେ। ତେଣୁ କାଲେବ୍ ନିଜର କନ୍ୟା ଅକ୍ଷାକୁ ଅତ୍ନୀୟେଲ ସହିତ ବିବାହ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ। Gade chapit laଓଡିଆ ବାଇବେଲ17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ। Gade chapit la |
ଦିନେ ଯିହୁଦା ପରିବାରବର୍ଗଠାରୁ କିଛି ଲୋକ ଗିଲ୍ଗଲ୍ରେ ଥିବା ଯିହୋଶୂୟଙ୍କ ନିକଟକୁ ଗଲେ। ସେହି ଲୋକମାନଙ୍କ ମଧ୍ୟରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀୟ ଯିଫୁନ୍ନିର ପୁତ୍ର ଥିଲା। କାଲେବ୍ ଯିହୋଶୂୟଙ୍କୁ କହିଲେ, “ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ୱର କାଦେଶ ବର୍ଣ୍ଣେୟରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସେବକ ମୋଶାଙ୍କୁ କହିଥିଲେ ଯାହା ତୁମ୍ଭ ବିଷୟରେ ଓ ମୋ’ ବିଷୟ।