Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:18 - ପବିତ୍ର ବାଇବଲ

18 ଅ‌କ୍‌ଷା ଅତ୍ନୀୟେଲ ସହିତ ଯିବାକୁ ବାହାରନ୍ତେ, ଅ‌କ୍‌ଷା ଅତ୍ନୀୟେଲକୁ କହିଲେ ତାଙ୍କ ବାପାଙ୍କୁ କିଛି ଭୂମି ମାଗିବା ପାଇଁ। ଅ‌କ୍‌ଷାର ତାଙ୍କ ପିତାଙ୍କ ପାଖକୁ ଗଲେ। ଯେତେବେଳେ ସେ ତାଙ୍କ ଗଧରୁ ଓହ୍ଲାଇ ପଡ଼ିବା ସମୟରେ କାଲେବ୍ ତାଙ୍କୁ ପଗ୍ଭରିଲେ, “ତୁମ୍ଭର ଆଉ କ’ଣ ଦରକାର?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”

Gade chapit la Kopi




ଯିହୋଶୂୟ 15:18
4 Referans Kwoze  

ଠିକ୍ ସେହି ସମୟରେ ଅବୀଗଲ ପହଞ୍ଚିଗଲା, ଯେତେବେଳେ ଅବୀଗଲ ଦାଉଦଙ୍କୁ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରୁ ଓହ୍ଲାଇ ପଡ଼ି ନତମସ୍ତକ ହୋଇ ଦାଉଦ ସମ୍ମୁଖରେ ସମ୍ମାନ ଜଣାଇଲା।


ରିବିକା ଅନାଇ ଇ‌ସ୍‌ହାକଙ୍କୁ ଦେଖିଲେ, ତା'ପରେ ସେ ଓଟରୁ ଓହ୍ଲାଇ ପଡ଼ିଲେ।


ଅ‌କ୍‌ଷା ଉତ୍ତର ଦେଲେ, “ଆପଣ ମୋତେ ଆଶୀର୍ବାଦ କରନ୍ତୁ। କାରଣ ଆପଣ ମୋତେ ନେଗେଭର ଟାଙ୍ଗରା ଭୂମି ଦେଇଛନ୍ତି। ଦୟାକରି ଜଳ ନିର୍ଝର ମୋତେ ଦିଅନ୍ତୁ।” ତେଣୁ କାଲେବ୍ ସେ ଯାହା ଗ୍ଭହିଁଲେ ତାଙ୍କୁ ଦେଲେ। ସେ ତହିଁରେ ଉପରିସ୍ଥ ଓ ଜଳସ୍ଥ ନିର୍ଝର ଦେଲେ।


ତାଙ୍କର ସ୍ୱାମୀ ଅତ୍ନୀୟେଲଙ୍କୁ ସଙ୍ଗରେ ଯିବା ସମୟରେ, ଅ‌କ୍‌ଷାର ତାଙ୍କ ପିତାକୁ ଖଣ୍ଡେ ଭୂମି ପାଇଁ ପଗ୍ଭରିବାକୁ, ତାଙ୍କୁ ଉପଦେଶ ଦେଲେ। ଯେତେବେଳେ ସେ ଘୋଡ଼ାରୁ ଓହ୍ଲାଇ ପଡ଼ିଲେ, କାଲେବ୍ ତାଙ୍କୁ ପଗ୍ଭରିଲେ, “ଭୁଲ୍ କ’ଣ?”


Swiv nou:

Piblisite


Piblisite