Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:3 - ପବିତ୍ର ବାଇବଲ

3 ଏହି ସୀମା ଦକ୍ଷିଣ ଦିଗର ଅକ୍ରବ୍ଦୀମ ଘାଟି ଦେଇ ସିନ୍ ପର୍ଯ୍ୟନ୍ତ ଗଲା। ପୁଣି ଦକ୍ଷିଣରେ କାଦେଶ ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା ତହିଁ ହିଷ୍ରୋଣ ଦେଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi

ଓଡିଆ ବାଇବେଲ

3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।

Gade chapit la Kopi




ଯିହୋଶୂୟ 15:3
7 Referans Kwoze  

ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ ବର୍ଣ୍ଣୟେର ଦକ୍ଷିଣ ଦେଇ ହ‌ତ୍‌ସର-ଅଦରକୁ ଆସି ଅ‌ସ୍‌‌ମୋନ ପର୍ଯ୍ୟନ୍ତ ଯିବ।


ଇମୋରୀୟ ଲୋକମାନଙ୍କର ଭୂମିର ସୀମା ଅକ୍ରବ୍ବୀମ ଘାଟି ଶୈଳଠାରୁ ଏବଂ ପର୍ବତ ଦେଶ ଶିଳା ସୀମା ମଧ୍ୟରେ ଥିଲା।


ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।


ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସେମାନେ କାଦେଶରେ ବାସ କଲେ। ମରିୟମ ସେହି ସ୍ଥାନରେ ମୃତ୍ୟୁବରଣ କଲେ ଓ ତାଙ୍କୁ ସେଠାରେ କବର ଦିଆଗଲା।


ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।


ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତ ଭାଗ ଅର୍ଥାତ୍ ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଥିଲା।


ଏହି ସୀମା ଅ‌ସ୍‌ମୋନରୁ ମିଶର ନଦୀ ପାଖେ ପାଖେ ବାହାରି ଗଲା। ଏବଂ ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା, ଯାହାକି ତୁମ୍ଭମାନଙ୍କର ଦକ୍ଷିଣ ଦିଗ।


Swiv nou:

Piblisite


Piblisite