ଯିହୋଶୂୟ 15:50 - ପବିତ୍ର ବାଇବଲ50 ଅନାବ୍, ଇଷ୍ଟିମୋୟ, ଆନୀମ୍, Gade chapit laପବିତ୍ର ବାଇବଲ (Re-edited) - (BSI)50 ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍ Gade chapit laଓଡିଆ ବାଇବେଲ50 ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍ Gade chapit la |
ଏଜ୍ରାଙ୍କର ପୁତ୍ରମାନେ ଥିଲେ ଯେଥର, ମେରଦ, ଏଫର ଓ ଯାଲୋନ୍। ମେରଦଙ୍କର ବିଥୀୟା ନାମ୍ନୀ ଜଣେ ମିଶରୀୟା ସ୍ତ୍ରୀ ଥିଲେ। ସେ ଗର୍ଭଧାରଣ କଲେ ଏବଂ ମରିୟମ, ଶମ୍ମୟ ଓ ଇଷ୍ଟିମୋୟଙ୍କର ପିତା ଯିଶ୍ବହଙ୍କୁ ଜନ୍ମ ଦେଲେ ଏବଂ ତାଙ୍କର ଯିହୁଦୀୟ ପତ୍ନୀ ଯେରଦ୍ ହେବର ଓ ଯିକୂଥୀୟେଲଙ୍କୁ ଜନ୍ମ ଦେଲେ। ଯେରଦ୍ ଗେଦାରଙ୍କ ପିତା ଥିଲେ। ହେବର୍ ସୋଖଙ୍କର ପିତା ଥିଲେ ଏବଂ ଯିକୂଥୀୟେଲ ଯିନୋହଙ୍କର ପିତା ଥିଲେ। ଏହିସବୁ ପୁତ୍ର ବିଥୀୟାଙ୍କର ଥିଲେ। ବିଥୀୟା ଫାରୋଙ୍କର କନ୍ୟା ଥିଲେ। ସେ ମେରଦଙ୍କର ମିଶରୀୟା ପତ୍ନୀ ଥିଲେ।