Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:54 - ପବିତ୍ର ବାଇବଲ

54 ହୁ‌ମ୍‌ଟା, କିରିୟଥ୍-ଅର୍ବ ହିବ୍ରୋଣ ଓ ସୀୟୋର, ଏହିପରି ନଅ ଗୋଟି ସହର ଓ ତା'ର ଚତୁର୍ପାର୍ଶ୍ୱରେ ଥିବା ସହର ସମୂହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଓ ହୁମ୍ଟା ଓ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।

Gade chapit la Kopi

ଓଡିଆ ବାଇବେଲ

54 ଓ ହୁମ୍‍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଓ ହୁମ୍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।

Gade chapit la Kopi




ଯିହୋଶୂୟ 15:54
6 Referans Kwoze  

ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯିଫୁନ୍ନିର ପୁତ୍ର କାଲେ‌ବ୍‌କୁ ଯିହୁଦାର କିଛି ଅଂଶ ଦେବା ପାଇଁ, ପରମେଶ୍ୱରଙ୍କ କଥା ଅନୁସାରେ ଯିହୋଶୂୟ କାଲେ‌ବ୍‌କୁ ଦେଶର କିଛି ଅଂଶ ଦେଲେ। ଯିହୋଶୂୟ ତାଙ୍କୁ କିରିୟଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଅନାକର ପିତା ଥିଲେ।


ଅତୀତରେ ସେ ସହରର ନାମ ଥିଲା କିରିୟଥ-ଅର୍ବ। ଏହି ସହର ଲୋକମାନଙ୍କ ମଧ୍ୟରେ ଜଣେ ଯୋଦ୍ଧା ଥିଲେ, ଯାହାଙ୍କର ନାମ ଥିଲା ଅର୍ବ। ତାଙ୍କର ନାମ ଅନୁସାରେ ଏ ଭୂମିର ନାମକରଣ କରାଯାଇଥିଲା। ଏହା ପରେ ସେ ଭୂମିରେ ଶାନ୍ତି ଫେରି ଆସିଲା।


ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ।


ଯାନୁମ୍, ବୈତ୍ତପୂହ ଓ ଅଫେକା,


ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


ତେଣୁ ସେମାନେ ହାରୋଣଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କୁ ହିବ୍ରୋଣ ନଗର ଦେଲେ। ହିବ୍ରୋଣ ଥିଲା ନିରାପଦର ସହର। ସେମାନେ ମଧ୍ୟ ହାରୋଣର ଉତ୍ତରାଧିକାରୀମାନଙ୍କୁ ଲି‌‌ବ୍‌‌ନା ସହର ଦେଲେ।


Swiv nou:

Piblisite


Piblisite