Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:61 - ପବିତ୍ର ବାଇବଲ

61 ପ୍ରାନ୍ତରରେ ସେମାନଙ୍କୁ ମଧ୍ୟ କିଛି ସହର ଦିଆଯାଇଥିଲା। ସେଗୁଡ଼ିକ ହେଲା, ବୈଥ-ଅରାବା, ମିଦ୍ଦୀନ୍, ସକାଖା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

61 ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା

Gade chapit la Kopi

ଓଡିଆ ବାଇବେଲ

61 ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା

Gade chapit la Kopi




ଯିହୋଶୂୟ 15:61
7 Referans Kwoze  

ଏହା ପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈ‌ଥ୍‌ଅରାବାର ଉତ୍ତର ଦେଇ ଗଲା। ତହୁଁ ସେ ସୀମା ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ବୋହନ ଥିଲେ ରୁବେ‌ନ୍‌ର ପୁତ୍ର।


ଉତ୍ତର ଦିଗରେ ପଦା ଭୂମିର ସମ୍ମୁଖ ପାର୍ଶ୍ୱଠାରୁ ପଦାଭୂମି ପର୍ଯ୍ୟନ୍ତ ଲାଗି ଥିଲା।


ସେହି ସମୟରେ ବାପ୍ତିଜକ ଯୋହନ ଆସି ଯିହୂଦା ପ୍ରଦେଶର ପ୍ରାନ୍ତର ମଧ୍ୟରେ ଘୋଷଣା କରି କହିବାକୁ ଲାଗିଲେ


ଯିହୋଶୂୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସେମାନଙ୍କଠାରୁ ପରାସ୍ତ ହେଲାପରି ସେମାନଙ୍କ ଆଗରେ ମରୁଭୂମି ଆଡ଼କୁ ଦୌଡ଼ିଲେ।


ସେମାନଙ୍କୁ ଆଉ ଦୁଇଟି ସହର ଦିଆ ଯାଇଥିଲା। ସେଗୁଡ଼ିକ ହେଲା ରବ୍ବା ଏବଂ କିରିୟଥ୍-ବାଲ।


ନି‌‌ବ୍‌‌ଶନ୍, ଲବଣ ନଗର ଓ ଐ‌ନ୍‌ଗଦୀ, ଏହିସବୁ ଗ୍ରାମ ସମେତ ଛଅ ନଗର ଥିଲା।


ଏହା ପରେ ଯିହୋୟାଦାର ପୁତ୍ର ବନାୟ ଯାଇ ଯୋୟାବକୁ ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜର ଗୃହରେ ତାହାର କବର ଦିଆଗଲା।


Swiv nou:

Piblisite


Piblisite