Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 15:62 - ପବିତ୍ର ବାଇବଲ

62 ନି‌‌ବ୍‌‌ଶନ୍, ଲବଣ ନଗର ଓ ଐ‌ନ୍‌ଗଦୀ, ଏହିସବୁ ଗ୍ରାମ ସମେତ ଛଅ ନଗର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

62 ଓ ନିବ୍ଶନ୍ ଓ ଲବଣ ନଗର ଓ ଐନ୍ଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।

Gade chapit la Kopi

ଓଡିଆ ବାଇବେଲ

62 ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।

Gade chapit la Kopi




ଯିହୋଶୂୟ 15:62
7 Referans Kwoze  

ଏହା ପରେ ଦାଉଦ ସେ ସ୍ଥାନରେ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।


କିଛି ଲୋକ ଆସି ଯିହୋଶାଫ‌ଟଙ୍କୁ କହିଲେ, “ଇଦୋମରୁ ତୁମ୍ଭ ବିରୁଦ୍ଧରେ ଏକ ବୃହତ୍ ସୈନ୍ୟଦଳ ଆସୁଛନ୍ତି। ସେମାନେ ମୃତସାଗରର ଅପର ପାର୍ଶ୍ୱରୁ ଆସୁଅଛନ୍ତି। ସେମାନେ ହତସସୋନ୍-ତାମରରେ ଆସି ପୁରାପୁରି ପହଞ୍ଚି ସାରିଲେଣି।” (ହତସସୋନ୍-ତାମରକୁ ଐନ୍ ଗଦୀ ବୋଲି ମଧ୍ୟ କୁହାଯାଉଥିଲା।)


ପ୍ରାନ୍ତରରେ ସେମାନଙ୍କୁ ମଧ୍ୟ କିଛି ସହର ଦିଆଯାଇଥିଲା। ସେଗୁଡ଼ିକ ହେଲା, ବୈଥ-ଅରାବା, ମିଦ୍ଦୀନ୍, ସକାଖା,


ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି।


ଏବଂ ତୁମ୍ଭେ ତାହା ନିକଟରେ ମତ୍ସ୍ୟଧରାଳି ଠିଆ ହୋଇଥିବାର ଦେଖି ପାରିବ। ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପକାଇବାର ସ୍ଥାନ ହେବ। ସେଠାରେ ବିଭିନ୍ନ ଜାତିର ଓ ବିଭିନ୍ନ ପ୍ରକାରର ମାଛ ଧରିବା ପାଇଁ ଜାଲ ପକାଇବେ। ଏବଂ ଏହାର ମାଛସବୁ ଭୂମଧ୍ୟସାଗରର ମାଛ ପରି ଅନେକ ପ୍ରକାର ହେବେ।


ଏହା ପରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚା‌‌ଦ୍‌ଗମନରୁ ଫେରିଲା ପରେ ଲୋକମାନେ ଶାଉଲଙ୍କୁ କହିଲେ ଯେ, “ଦାଉଦ ଐନଗଦୀସ୍ଥ ମରୁଭୂମିରେ ଅଛି।”


ମୋ’ ପ୍ରିୟତମ, ମୋ’ ପ୍ରତି ଐନଗଦିର ଦ୍ରାକ୍ଷାକ୍ଷେତ୍ର‌ସ୍ଥ ହେନା ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।


Swiv nou:

Piblisite


Piblisite