ଯିହୋଶୂୟ 15:63 - ପବିତ୍ର ବାଇବଲ63 ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)63 ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି। Gade chapit laଓଡିଆ ବାଇବେଲ63 ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି। Gade chapit la |