ଯିହୋଶୂୟ 16:4 - ପବିତ୍ର ବାଇବଲ4 ଏହିପରି ଯୋଷେଫଙ୍କର ସନ୍ତାନ ମନଃଶି ଏବଂ ଇଫ୍ରୟିମ ତାଙ୍କର ନିଜ ନିଜ ଅଧିକାର ପାଇଲେ। ଇଫ୍ରୟିମ ଓ ମନଃଶି ଯୋଷେଫଙ୍କର ସନ୍ତାନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ। Gade chapit laଓଡିଆ ବାଇବେଲ4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ। Gade chapit la |
ବାରଟି ବଂଶଧରଙ୍କୁ ସେମାନଙ୍କର ଭୂମିର ଅଧିକାର ଦେଇଥିଲେ। ଯୋଷେଫଙ୍କର ପୁତ୍ରଗଣ ଦୁଇଟି ବଂଶରେ ବିଭକ୍ତ ହେଲେ। ସେମାନେ ହେଲେ, ମନଃଶି ଓ ଇଫ୍ରୟିମ। ଏବଂ ପ୍ରତ୍ୟେକ ବଂଶଧରମାନେ କିଛି କିଛି ଭୂମି ଲାଭ କଲେ। କିନ୍ତୁ ଲେବୀ ବଂଶଧରମାନଙ୍କୁ କୌଣସି ଭୂମି ଦିଆଗଲା ନାହିଁ। ଯାହା ହେଉ ସେମାନଙ୍କୁ କେବଳ ଏକ ଛୋଟ ସହର ବାସ କରିବା ପାଇଁ ଅଧିକାର ଦିଆ ଯାଇଥିଲା। ସେହି ସହର ଗୁଡ଼ିକ ହେଲା, ପ୍ରତ୍ୟେକ ପରିବାରବର୍ଗର ଦେଶ, ସେମାନଙ୍କର ପଶୁମାନେ ଚରିବା ପାଇଁ କିଛି ପଡ଼ିଆ ଦିଆଯାଇଥିଲା।