ଯିହୋଶୂୟ 17:17 - ପବିତ୍ର ବାଇବଲ17 ଏହା ପରେ ଯିହୋଶୂୟ ଯୋଷେଫଙ୍କର ଲୋକମାନଙ୍କୁ, “ଇଫ୍ରୟିମ ଏବଂ ମନଃଶିର ଲୋକମାନଙ୍କୁ କହିଲେ, “ତୁମ୍ଭେ ବହୁପ୍ରଜା, ତୁମ୍ଭର ମହାପରାକ୍ରମ ଅଛି। ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। ତୁମ୍ଭେ ତୁମ୍ଭର ବାଣ୍ଟଠାରୁ ଅଧିକ ପାଇବା ଉଚିତ୍।” Gade chapit laପବିତ୍ର ବାଇବଲ (Re-edited) - (BSI)17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁପ୍ରଜ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। Gade chapit laଓଡିଆ ବାଇବେଲ17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକୁ କହିଲେ, “ତୁମ୍ଭେ ବହୁଗୋଷ୍ଠୀ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ। Gade chapit la |
ତୁମ୍ଭେମାନେ ସେହି ପର୍ବତମୟ ଦେଶକୁ ନେବ। ଏହା ଏକ ଜଙ୍ଗଲ, କିନ୍ତୁ ତୁମ୍ଭେମାନେ ଏଠାରେ ବୃକ୍ଷ ସଫା କରି ପାରିବ। ଏବଂ ଏହାକୁ ଏକ ସୁନ୍ଦର ବାସପୋଯୋଗୀ କରି ପାରିବ। ଏବଂ ତୁମ୍ଭେ ଏହାର ମାଲିକାନା ପାଇବ। ତୁମ୍ଭେମାନେ ବଳପୂର୍ବକ କିଣାନୀୟ ଲୋକମାନଙ୍କୁ ସେଠାରୁ ତଡ଼ି ଦିଅ। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରି ପାରିବ ଯଦିଓ ସେମାନେ ଶକ୍ତିଶାଳୀ ଓ ସେମାନଙ୍କ ପାଖରେ ବହୁତ ଅସ୍ତ୍ରଶସ୍ତ୍ର ଅଛି।”