Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:5 - ପବିତ୍ର ବାଇବଲ

5 ତେଣୁ ମନଃଶିର ବଂଶଧର ଯର୍ଦ୍ଦନ ନଦୀର ପଶ୍ଚିମ ପଟରୁ ଦଶ ଗୋଟି ଅଞ୍ଚଳ ଏବଂ ଅଧିକ ଦୁଇଟି ଅଞ୍ଚଳ ଗିଲିୟଦ ଓ ବାଶନ ଯର୍ଦ୍ଦନ ନଦୀର ଆର ପାରିରେ ନେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।

Gade chapit la Kopi




ଯିହୋଶୂୟ 17:5
9 Referans Kwoze  

ଯୋଷେଫ ବଂଶଧର ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଯାହାକୁ ସଦାପ୍ରଭୁ ଲୋକମାନଙ୍କୁ ଦେଇଥିଲେ।”


ଗିଲିୟଦ ଓ ଗଶୁରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ ସୀମା ପର୍ଯ୍ୟନ୍ତ ଥିଲା।


ଏହି ଝିଅମାନେ ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ସେନାପତିଗଣଙ୍କ ପାଖକୁ ଗଲେ। କନ୍ୟାଗଣ କହିଲେ, “ଆମ୍ଭମାନଙ୍କ ପୁରୁଷ ସମ୍ପର୍କୀୟମାନଙ୍କ ପରି ଆମ୍ଭକୁ ଭୂମି ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।” ତେଣୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସେମାନଙ୍କର ପିତାର ଭାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।


ତେଣୁ ଏହିପରି ଭାବରେ ସେ ସ୍ତ୍ରୀଲୋକମାନେ ମନଃଶି ବଂଶଧରର ପୁରୁଷ ବଂଶଧର ପରି ଭୂମି ପାଇଲେ। ଗିଲିୟଦର ଭୂମିକୁ ଅବଶିଷ୍ଟ ମନଃଶି ବଂଶଧରକୁ ଅଧିକାର ଦିଆଗଲା।


ମୋଶା ମନଃଶିର ଅର୍ଦ୍ଧବଂଶକୁ ବାଶନରେ ଅଧିକାର ଦେଇଥିଲେ। ମାତ୍ର ଅନ୍ୟ ଅର୍ଦ୍ଧବଂଶକୁ ଯିହୋଶୂୟ ଯର୍ଦ୍ଦନର ପଶ୍ଚିମ ପାରିରେ ଅଧିକାର ଦେଲେ। ଆହୁରି ବିଦାୟ କରିବା ସମୟରେ ଯିହୋଶୂୟ ଆଶୀର୍ବାଦ କରି ସେମାନଙ୍କୁ କହିଲେ।


Swiv nou:

Piblisite


Piblisite