ଯିହୋଶୂୟ 17:6 - ପବିତ୍ର ବାଇବଲ6 ତେଣୁ ଏହିପରି ଭାବରେ ସେ ସ୍ତ୍ରୀଲୋକମାନେ ମନଃଶି ବଂଶଧରର ପୁରୁଷ ବଂଶଧର ପରି ଭୂମି ପାଇଲେ। ଗିଲିୟଦର ଭୂମିକୁ ଅବଶିଷ୍ଟ ମନଃଶି ବଂଶଧରକୁ ଅଧିକାର ଦିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା। Gade chapit laଓଡିଆ ବାଇବେଲ6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା। Gade chapit la |