Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 17:8 - ପବିତ୍ର ବାଇବଲ

8 ତପୂହର ଚତୁର୍ପାର୍ଶ୍ୱସ୍ଥ ସମସ୍ତ ଭୂମି ମନଃଶିର ଅଧିକାରରେ ରହିଲା। କିନ୍ତୁ ସହରଟି ଏମାନଙ୍କର ଅଧୀନରେ ରହିଲା ନାହିଁ। ତପୂହ ସହର ମନଃଶିର ସୀମାରେ ଥିଲା ଏବଂ ଏହା ଇଫ୍ରୟିମମାନଙ୍କ ଅଧିକାରରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହ ନଗର ଇଫ୍ରୟିମ-ସନ୍ତାନଗଣର ହେଲା।

Gade chapit la Kopi

ଓଡିଆ ବାଇବେଲ

8 ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହନଗର ଇଫ୍ରୟିମ-ସନ୍ତାନଗଣର ହେଲା।

Gade chapit la Kopi




ଯିହୋଶୂୟ 17:8
6 Referans Kwoze  

ତହୁଁ ଏହାର ସୀମା ପଶ୍ଚିମ ତପୂହଠାରୁ କାନ୍ନା ନଦୀଦେଇ ଗଲା ଓ ଏହାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ନିଜ ନିଜ ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।


ଯାନୁମ୍, ବୈତ୍ତପୂହ ଓ ଅଫେକା,


ସାନୋହ, ଐ‌ନ୍‌ଗନ୍ନୀମ୍, ତପୂହ, ଐନମ୍,


ତପୂହର ରାଜା 1 ହେଫରର ରାଜା 1


ମନଃଶିର ଅଞ୍ଚଳ ଥିଲା ଆଶେର ଓ ମି‌କ୍‌ମଥତ୍ ମଧ୍ୟବର୍ତ୍ତୀ, ଏହା ଥିଲା ଶିଖିମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରୁ ଐନ୍ନ-ତପୂହନିବାସୀମାନଙ୍କ ନିକଟବର୍ତ୍ତୀ ଥିଲା।


Swiv nou:

Piblisite


Piblisite